• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Sept 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ତିଥି – ୧୦ ମୀ ରାତ୍ରି ୦୯/୨୬ ଗତେ ୧୧ଶୀ, ଚନ୍ଦ୍ର – ମିଥୁନ ଦିବା ୦୨/୨୩ ଗତେ କର୍କଟ, ଘାତ ଚନ୍ଦ୍ର- କନ୍ୟା ରାଶିର ଦିବା ୦୨/୨୩ ପର୍ଯ୍ୟନ୍ତ, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ରାତ୍ରି ୦୯/୦୬ ଗତେ ୧ ପାଦ- କୃଷିହାନି- ଭୂମିଦାନ

Scorpio

ବିଛା

Tuesday 20 Sep 2022

ବିଶାଖା – ପରିସ୍ଥିତି ବଶତଃ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବାରୁ ମାନସିକ କ୍ଳାନ୍ତି ଅନୁଭବ କରିପାରନ୍ତି ।

ଅନୁରାଧା – ମହିଳା ମାନେ କଳହ ପ୍ରିୟ ହେବେ ।

ଜ୍ୟେଷ୍ଠା – ପ୍ରେମ କ୍ଷେତ୍ରରେ ସନ୍ଦେହ ମନଭାବ ଦେଖାଦେବ ।

ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :