• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Sept 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ତିଥି – ୧୦ ମୀ ରାତ୍ରି ୦୯/୨୬ ଗତେ ୧୧ଶୀ, ଚନ୍ଦ୍ର – ମିଥୁନ ଦିବା ୦୨/୨୩ ଗତେ କର୍କଟ, ଘାତ ଚନ୍ଦ୍ର- କନ୍ୟା ରାଶିର ଦିବା ୦୨/୨୩ ପର୍ଯ୍ୟନ୍ତ, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ରାତ୍ରି ୦୯/୦୬ ଗତେ ୧ ପାଦ- କୃଷିହାନି- ଭୂମିଦାନ

Sagittarius

ଧନୁ

Tuesday 20 Sep 2022

ମୂଳା – ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ପାରେ ।

ପୂ , ଷାଢା – ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି ।

ଉ , ଷାଢା – ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :