• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ପୁରୁଣା ସାଙ୍ଗମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର୍ୟ୍ୟ ରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।

Taurus

ବୃଷ

Friday 20 Sep 2024

କୃତିକା- ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । ବୃଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ କରି କାର‌୍ୟ୍ୟରେ ସଫଳତା ପାଇବେ । ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ ।

ରୋହିଣୀ- ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷୟକ୍ଷତି ଦେଖା ଦେଇପାରେ । ଶିକ୍ଷାର୍ଥୀମାନେ ଅଧ୍ୟୟନ ଦିଗରେ ମନ ବଳାଇବେ ।

ମୃଗଶିରା- ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ।

ପ୍ରତିକାର – ମା’ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :