• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ପୁରୁଣା ସାଙ୍ଗମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର୍ୟ୍ୟ ରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।

Aquarius

କୁମ୍ଭ

Friday 20 Sep 2024

ଧନିଷ୍ଠା- ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟାହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ପ୍ରୟୋଗ କରି କାର‌୍ୟ୍ୟରେ ସଫଳତା ପାଇବେ।

ଶତଭିଷା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ ।

ପୂ,ଭାଦ୍ରପଦ- ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :