• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ପୁରୁଣା ସାଙ୍ଗମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର୍ୟ୍ୟ ରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।

Pisces

ମୀନ

Friday 20 Sep 2024

ପୂ, ଭାଦ୍ରପଦ- ପୁରୁଣା ସାଙ୍ଗମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର‌୍ୟ୍ୟରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।

ଉ, ଭାଦ୍ରପଦ- ବ୍ୟବସାୟକୁ ନୂଆ ପ୍ରଣାଳୀରେ ଆରମ୍ଭ କରିବାକୁ ଚେଷ୍ଟା କରିବେ । ରାଜନୈତିକ ସମ୍ମାନ ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ଭଲ ପ୍ରଦର୍ଶନ କରିବେ । ଉଦାସିନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ।

ରେବତୀ- ଗୃହିଣୀଙ୍କ ପାଇଁ ମିଶ୍ରିତ ଫଳ ରହିବ । ଗୁରୁଜନଙ୍କ ସହ ଆଲୋଚନା କରି ନୂତନ କାର‌୍ୟ୍ୟ ଆରମ୍ଭ କରିପାରିବେ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :