• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ପୁରୁଣା ସାଙ୍ଗମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର୍ୟ୍ୟ ରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।

Gemini

ମିଥୁନ

Friday 20 Sep 2024

ମୃଗଶିରା- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ। ମହିଳାମାନେ ସମ୍ମାନୀୟ ହେବେ ।

ଆଦ୍ରା- ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ।

ପୁନର୍ବସୁ- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।

ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :