• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ପୁରୁଣା ସାଙ୍ଗମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର୍ୟ୍ୟ ରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।

Cancer

କର୍କଟ

Friday 20 Sep 2024

ପୁନର୍ବସୁ- ବ୍ୟବସାୟୀ ମାନେ ବିନା ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି ।

ପୁଷ୍ୟା- ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ । ଶତ୍ରୁମାନେ ମିତ୍ରପରି ବ୍ୟବହାର କରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରି ଉଚିତ୍ କାର‌୍ୟ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ ।

ଅଶ୍ଳେଷା- ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ । କୈାଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ

ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :