• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ପୁରୁଣା ସାଙ୍ଗମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର୍ୟ୍ୟ ରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।

Leo

ସିଂହ

Friday 20 Sep 2024

ମଘା- ବିଦେଶରେ ଥିବା ସପଂର୍କୀୟଙ୍କଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ହଜମଜନିତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ ।

ପୂ,ଫାଲଗୁନି- ସନ୍ତାନମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।

ଉ,ଫାଲଗୁନି- ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ।

ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :