• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ପୁରୁଣା ସାଙ୍ଗମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର୍ୟ୍ୟ ରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।

Virgo

କନ୍ୟା

Friday 20 Sep 2024

ଉ- ଫାଲ୍‌ଗୁନୀ- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଦାମ୍ପତ୍ୟ ଜୀବନରେ ମଧୁରତା ବଢିବ ।ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ।

ହସ୍ତା- ପ୍ରେମିକପ୍ରେମିକା ମାନଙ୍କର କ୍ରୋଧ ଆୟତ୍ତରେ ନ ରଖିଲେ କ୍ଷତି ସହିବେ । ଚାକିରିରେ ପ୍ରାଧାନ୍ୟ ବଜାୟ ରହିବ । ଶିକ୍ଷାର୍ଥୀ ମାନେ ଭାବନା ଉପରେ ନିୟନ୍ତ୍ରଣ ରଖିଲେ ଶିକ୍ଷା ଲାଭ କରି ପାରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।

ଚିତ୍ରା- ମହିଳାମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବ । କ୍ୟାରୀୟରରେ ସକାରାତ୍ମକ ପ୍ରଭାବ ପଡିବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :