• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ପୁରୁଣା ସାଙ୍ଗମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର୍ୟ୍ୟ ରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।

Libra

ତୁଳା

Friday 20 Sep 2024

ଚିତ୍ରା- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।

ସ୍ୱାତୀ-ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।

ବିଶାଖା- ନିର୍ଭରଯୋଗ୍ୟ ସୁତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ।

ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :