• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ପୁରୁଣା ସାଙ୍ଗମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର୍ୟ୍ୟ ରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।

Scorpio

ବିଛା

Friday 20 Sep 2024

ବିଶାଖା- ମାନସିକ କ୍ଳାନ୍ତି ଅନୁଭବ କରିବେ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞୟ ହେବ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ ।

ଅନୁରାଧା- ବ୍ୟବସାୟରେ କ୍ଷତି ଯୋଗୁ ମନରେ ଅଶାନ୍ତିରେ ରହିବ । ଛାତ୍ରଛାତ୍ରୀମାନେ ଗଠନମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନିତିରେ ବିଶ୍ୱାସୀ ଲୋକ ମାନେ ଧୋକା ଦେବେ।

ଜ୍ୟୋଷ୍ଠା- ଅନେକଗୁଡିଏ କାମ ଅଟକି ରହିଥିବାରୁ ଅନ୍ୟମନସ୍କ ରହିବେ । ଆକସ୍ମିକ ଧନ ଲାଭ ହୋଇପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ ।

ପ୍ରତିକାର – ମା’ ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :