• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ପୁରୁଣା ସାଙ୍ଗମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର୍ୟ୍ୟ ରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।

Sagittarius

ଧନୁ

Friday 20 Sep 2024

ମୂଳା- ପ୍ରେମୀଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପରିବାରରେ ନୂତନ ସଦସ୍ୟଙ୍କର ଆଗମନ ହୋଇପାରେ ।

ପୂ,ଷାଢା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ। ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇବେ ।

ଉ,ଷାଢା- କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :