• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st April 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର, ତିଥି- ୧୩ଶୀ ରାତ୍ରି ୦୧.୧୧ ଗତେ ୧୪ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ସନ୍ଧ୍ୟା ୦୫.୦୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Aries

ମେଷ

Sunday 21 Apr 2024

ଅଶ୍ୱନୀ- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ।

ଦ୍ୱିଜା- ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ମନୋବାଞିତ ସ୍ଥାନରେ ପଢିବାର ସୁଯୋଗ ପାଇବେ । ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ ।

କୃତିକା- ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ମହିଳା ମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷା କରନ୍ତୁ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ ।

ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :