• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st April 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର, ତିଥି- ୧୩ଶୀ ରାତ୍ରି ୦୧.୧୧ ଗତେ ୧୪ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ସନ୍ଧ୍ୟା ୦୫.୦୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Taurus

ବୃଷ

Sunday 21 Apr 2024

କୃତିକା- ପ୍ରେମରେ ବିଶ୍ୱାସ ବଢିବ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ଭ୍ରମଣ ଉପରେ ଆଧାରିତ କାର‌୍ୟ୍ୟରେ ଲାଭ ହେବ

ରୋହିଣୀ- ରାଜନୀତି କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନୋବଳକୁ ସୁଦୃଢ କରିବ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ

ମୃଗଶିରା- ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :