• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st April 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର, ତିଥି- ୧୩ଶୀ ରାତ୍ରି ୦୧.୧୧ ଗତେ ୧୪ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ସନ୍ଧ୍ୟା ୦୫.୦୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Sunday 21 Apr 2024

ଧନିଷ୍ଠା-କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।

ଶତଭିଷା- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ

ପୂ,ଭାଦ୍ରପଦ- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :