• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st April 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର, ତିଥି- ୧୩ଶୀ ରାତ୍ରି ୦୧.୧୧ ଗତେ ୧୪ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ସନ୍ଧ୍ୟା ୦୫.୦୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Sunday 21 Apr 2024

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ ।

ଉ,ଭାଦ୍ରପଦ- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

ରେବତୀ- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।

ପ୍ରତିକାର – ମା ତାରାଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :