• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st April 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର, ତିଥି- ୧୩ଶୀ ରାତ୍ରି ୦୧.୧୧ ଗତେ ୧୪ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ସନ୍ଧ୍ୟା ୦୫.୦୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Sunday 21 Apr 2024

ମୃଗଶିରା- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ ।

ଆଦ୍ରା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ପୁନର୍ବସୁ- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :