• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st April 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର, ତିଥି- ୧୩ଶୀ ରାତ୍ରି ୦୧.୧୧ ଗତେ ୧୪ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ସନ୍ଧ୍ୟା ୦୫.୦୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Cancer

କର୍କଟ

Sunday 21 Apr 2024

ପୁନର୍ବସୁ- ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ ।

ପୁଷ୍ୟା- ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ଅଶ୍ଲେଷା- ନୂତନ ଯାନବାହନ କିଣିପାରନ୍ତି । ରାସ୍ତା ଘାଟରେ ସାବଧାନତା ସହିତ ଯାତାୟତ କରନ୍ତୁ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :