• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st April 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର, ତିଥି- ୧୩ଶୀ ରାତ୍ରି ୦୧.୧୧ ଗତେ ୧୪ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ସନ୍ଧ୍ୟା ୦୫.୦୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Sunday 21 Apr 2024

ମଘା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନର ଆଗମନ ହେବ

ପୂ,ଫାଲଗୁନି- କୌଣସି କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ସମାଜ ସେବାରେ ମନ ବଳାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ

ଉ,ଫାଲଗୁନି- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :