• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st April 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର, ତିଥି- ୧୩ଶୀ ରାତ୍ରି ୦୧.୧୧ ଗତେ ୧୪ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ସନ୍ଧ୍ୟା ୦୫.୦୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Sunday 21 Apr 2024

ଉ,ଫଳଗୁନି- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।

ହସ୍ତା- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।

ଚିତ୍ରା- ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :