• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st April 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର, ତିଥି- ୧୩ଶୀ ରାତ୍ରି ୦୧.୧୧ ଗତେ ୧୪ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ସନ୍ଧ୍ୟା ୦୫.୦୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Sunday 21 Apr 2024

ଚିତ୍ରା- ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ ।

ସ୍ୱାତୀ- ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।

ବିଶାଖା- ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :