• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st April 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର, ତିଥି- ୧୩ଶୀ ରାତ୍ରି ୦୧.୧୧ ଗତେ ୧୪ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ସନ୍ଧ୍ୟା ୦୫.୦୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Sunday 21 Apr 2024

ବିଶାଖା- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।

ଅନୁରାଧା- ପୁରୁଣା ନେତାଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।

ଜ୍ୟେଷ୍ଠା- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :