ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର, ତିଥି- ୧୩ଶୀ ରାତ୍ରି ୦୧.୧୧ ଗତେ ୧୪ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ସନ୍ଧ୍ୟା ୦୫.୦୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।
ମୂଳା-ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।
ପୂ,ଷାଢା- ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।
ଉ,ଷାଢା- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩