• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st April 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର, ତିଥି- ୧୩ଶୀ ରାତ୍ରି ୦୧.୧୧ ଗତେ ୧୪ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ସନ୍ଧ୍ୟା ୦୫.୦୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Sunday 21 Apr 2024

ଉ,ଷାଢା- ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ଶ୍ରବଣା- ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଧନିଷ୍ଠା- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ

ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :