• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2024: ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ସୁଯୋଗ ଜୁଟିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୭.୧୨ ଗତେ ମୀନ ତିଥି-୨ ୟା ସନ୍ଧ୍ୟା ୦୫.୦୭ ଗତେ ୩ୟା ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ସନ୍ଧ୍ୟା ୦୭.୧୨ ଗତେ ଧନୁ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୨.୩୩ ପର୍ଯ୍ୟନ୍ତ

Taurus

ବୃଷ

Wednesday 21 Aug 2024

କୃତିକା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବିଭିନ୍ନ ଦିଗରୁ ରୋଜଗାର ବଢିବା ସହ ଅଳଙ୍କାର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି ।
ରୋହିଣୀ- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । ହଠାତ୍ ସନ୍ତାନଙ୍କ ପାଇଁ ଚିନ୍ତା କରିବେ ।
ମୃଗଶିରା- ଉତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ ।
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :