• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2024: ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ସୁଯୋଗ ଜୁଟିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୭.୧୨ ଗତେ ମୀନ ତିଥି-୨ ୟା ସନ୍ଧ୍ୟା ୦୫.୦୭ ଗତେ ୩ୟା ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ସନ୍ଧ୍ୟା ୦୭.୧୨ ଗତେ ଧନୁ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୨.୩୩ ପର୍ଯ୍ୟନ୍ତ

Pisces

ମୀନ

Wednesday 21 Aug 2024

ପୂ,ଭାଦ୍ରପଦ- ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ବହୁତ ବିଳମ୍ବରେ ହାତକୁ ନେଇଥିବା କାମଗୁଡିକ ଠିକ ଭାବରେ ସମ୍ପନ୍ନ ହେବ ।
ଉ,ଭାଦ୍ରପଦ- ସାମାଜିକ ପ୍ରତିଷ୍ଠା ମାନସମ୍ମାନ , ବୃଦ୍ଧି ପାଇବ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବନ୍ଧୁମାନଙ୍କ ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ ।
ରେବତୀ- ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ ।
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :