• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2024: ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ସୁଯୋଗ ଜୁଟିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୭.୧୨ ଗତେ ମୀନ ତିଥି-୨ ୟା ସନ୍ଧ୍ୟା ୦୫.୦୭ ଗତେ ୩ୟା ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ସନ୍ଧ୍ୟା ୦୭.୧୨ ଗତେ ଧନୁ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୨.୩୩ ପର୍ଯ୍ୟନ୍ତ

Gemini

ମିଥୁନ

Wednesday 21 Aug 2024

ମୃଗଶିରା- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗୀ ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ ।
ଆଦ୍ରା- କୌଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ ।  ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ଆନୁଷ୍ଠାନିକ କାମରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ ।
ପୁନର୍ବସୁ- ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ବାହ୍ୟ ଶତୃଙ୍କ ଠାରୁ ଦୂରରେ ରହିଲେ ଭଲ ।
ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :