• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2024: ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ସୁଯୋଗ ଜୁଟିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୭.୧୨ ଗତେ ମୀନ ତିଥି-୨ ୟା ସନ୍ଧ୍ୟା ୦୫.୦୭ ଗତେ ୩ୟା ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ସନ୍ଧ୍ୟା ୦୭.୧୨ ଗତେ ଧନୁ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୨.୩୩ ପର୍ଯ୍ୟନ୍ତ

Cancer

କର୍କଟ

Wednesday 21 Aug 2024

ପୁନର୍ବସୁ- ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦଢ କରିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ନିକଟରୁ ଦୂରେଇ ରହିବା ଭଲ ହେବ ।
ପୁଷ୍ୟା- ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ । ଧାର୍ମିକ କାର୍ଯ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ । ପ୍ରକାଶନ, ଚୁକ୍ତିପତ୍ର,ଆଲୋଚନା ତଥା ଲେଖାପଢାରୁ ଶୁଭଫଳ ପାଇବେ ।
ଅଶ୍ଲେଷା- ପଢା ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ।
ପ୍ରତିକାର – ମା ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :