• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2024: ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ସୁଯୋଗ ଜୁଟିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୭.୧୨ ଗତେ ମୀନ ତିଥି-୨ ୟା ସନ୍ଧ୍ୟା ୦୫.୦୭ ଗତେ ୩ୟା ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ସନ୍ଧ୍ୟା ୦୭.୧୨ ଗତେ ଧନୁ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୨.୩୩ ପର୍ଯ୍ୟନ୍ତ

Leo

ସିଂହ

Wednesday 21 Aug 2024

ମଘା- ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ସୁସ୍ଥ ମାନସିକତା ରକ୍ଷା କରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ ।
ପୂ,ଫାଲଗୁନି- କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି ।
ଉ,ଫାଲଗୁନି- ଆପଣଙ୍କର ବହୁତ କାମ ଅଧୁରା ରହିପାରେ । ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ଅସାବଧାନତା କାରଣରୁ ଦ୍ରବ୍ୟ  ନଷ୍ଟ କିମ୍ବା ଧନହାନି ଘଟିପାରେ ।
ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :