• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2024: ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ସୁଯୋଗ ଜୁଟିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୭.୧୨ ଗତେ ମୀନ ତିଥି-୨ ୟା ସନ୍ଧ୍ୟା ୦୫.୦୭ ଗତେ ୩ୟା ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ସନ୍ଧ୍ୟା ୦୭.୧୨ ଗତେ ଧନୁ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୨.୩୩ ପର୍ଯ୍ୟନ୍ତ

Libra

ତୁଳା

Wednesday 21 Aug 2024

ଚିତ୍ରା- ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।
ସ୍ୱାତୀ- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି । କୌଣସି ସମସ୍ୟାରେ ମନ ଭାରାକ୍ରାନ୍ତ ରହିଥିବାରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ ।   
ବିଶାଖା- ଆମଦାନି ବଢାଇବାର ନୂଆ  ଯୋଜନା  ମୁଣ୍ଡକୁ ଆସିପାରେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ
ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :