• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2024: ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ସୁଯୋଗ ଜୁଟିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୭.୧୨ ଗତେ ମୀନ ତିଥି-୨ ୟା ସନ୍ଧ୍ୟା ୦୫.୦୭ ଗତେ ୩ୟା ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ସନ୍ଧ୍ୟା ୦୭.୧୨ ଗତେ ଧନୁ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୨.୩୩ ପର୍ଯ୍ୟନ୍ତ

Sagittarius

ଧନୁ

Wednesday 21 Aug 2024

ମୂଳା- ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ ।
ପୂ,ଷାଢା- କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ଲାଭ କରିବେ । କେତେକ କ୍ଷେତ୍ରରେ ଅନ୍ୟମନସ୍କ ହୋଇ ସମସ୍ୟାକୁ ନିୟନ୍ତ୍ରଣ କରିପାରନ୍ତି ।
ଉ,ଷାଢା- ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୌତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।
ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :