Daily Horoscope 21st August 2024: ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ସୁଯୋଗ ଜୁଟିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୭.୧୨ ଗତେ ମୀନ ତିଥି-୨ ୟା ସନ୍ଧ୍ୟା ୦୫.୦୭ ଗତେ ୩ୟା ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ସନ୍ଧ୍ୟା ୦୭.୧୨ ଗତେ ଧନୁ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୨.୩୩ ପର୍ଯ୍ୟନ୍ତ

Aries

ମେଷ

Wednesday 21 Aug 2024

ଅଶ୍ୱନୀ- ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ମତ ପାର୍ଥକ୍ୟ ଦେଖାଦେଇପାରେ ।
ଦ୍ୱିଜା-କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
କୃତିକା- ଏକୁଟିଆ ହୋଇ ଲଢିବାର ଶକ୍ଷମତା ବିକଶିତ ହେବ । ଅର୍ଥ ସମ୍ବନ୍ଧୀତ କ୍ଷେତ୍ରରେ  ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି ।
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :