• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2022: ଆକସ୍ମିକ ଭାବରେ ଦୁର୍ଘଟଣା ଶିକାର ହୋଇପାରନ୍ତି, କେମିତି କରିବେ ପ୍ରତିକାର ଜାଣନ୍ତୁ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି- ୧୩ଶୀ ରାତ୍ରି ୧୦.୧୬ ଗତେ ୧୪ଶୀ,ଘାତ ଚନ୍ଦ୍ର- ନାସ୍ତି,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି-ତିଳକାଞନ ଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Taurus

ବୃଷ

Tuesday 20 Dec 2022

କୃତିକା - ବନ୍ଧୁଙ୍କ ସହିତ ପୂର୍ବ ଅପେକ୍ଷା ଭଲ ସମ୍ବନ୍ଧ ରହିବ । ଧୈର୍ଯ୍ୟ ଧରି କାମ କରିଲେ ସଫଳତା ପାଇବେ । ପଡୋଶୀଙ୍କ ସହିତ ଶତୃତା ଭାବ ସୃଷ୍ଟି ହୋଇପାରେ । ସହକର୍ମୀଙ୍କ ତ୍ରୁଟିରେ ବିରକ୍ତି ହୋଇପାରନ୍ତି । ଲେଖାପଢା ପ୍ରତି ଆଗ୍ରହ ରୁଚି ବଢିବ।

ରୋହିଣୀ – ଭୂ-ସମ୍ପତି କିଣିବା ଯୋଗ ରହିଛି । ଶିକ୍ଷାକ୍ଷେତ୍ରରେ ଭଲ ପରିମାଣ ପାଇବେ । ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । ଆପଣଙ୍କର ମନୋବଳ ଉଚ୍ଚ ରହିବ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ।

ମୃଗଶିରା – ପତିପତ୍ନୀଙ୍କ ମଧ୍ୟ ରେ ଭଲ ସପଂର୍କ ସୃଷ୍ଟି ହେବ । ପୂର୍ବରୁ ନେଇଥିବା ନିସ୍ପତି ଆପଣଙ୍କୁ ଭଲ ଫଳ ଦେବ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ । ଅନ୍ୟ ଜିଲ୍ଲାରେ ବ୍ୟବସାୟ ବିସ୍ତାର କରିବା ଲାଗି ଭାବିବେ । କାମରେ ନିଜ ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ। 

ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :