• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2022: ଆକସ୍ମିକ ଭାବରେ ଦୁର୍ଘଟଣା ଶିକାର ହୋଇପାରନ୍ତି, କେମିତି କରିବେ ପ୍ରତିକାର ଜାଣନ୍ତୁ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି- ୧୩ଶୀ ରାତ୍ରି ୧୦.୧୬ ଗତେ ୧୪ଶୀ,ଘାତ ଚନ୍ଦ୍ର- ନାସ୍ତି,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି-ତିଳକାଞନ ଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Tuesday 20 Dec 2022

ଧନିଷ୍ଠା - ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି । ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଚାହୁଁଥିବା କାମ ସହଜରେ ପୁରା ହୋଇଯିବ । ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ ।

ଶତଭିଷା – ନୂଆ ଜାଗାକୁ ବୁଲିବାକୁ ଯାଇ ପାରନ୍ତି । ଆପଣଙ୍କ କଳାତ୍ମକ ବଢିପାରେ । ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ । ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ ।

ପୂ , ଭାଦ୍ରପଦ – ଆପଣ ସକାରତ୍ମକ ରହିଲେ ମନରେ ନୂଆ ଆଶା ଜନ୍ମିବ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । କୋର୍ଟର ଫଇସଲା ଆପଣଙ୍କ ପାଖକୁ ଆସିପାରେ । କାରବାରରେ ବକୟ ଅର୍ଥ ପାଇବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବେ । 

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :