• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2022: ଆକସ୍ମିକ ଭାବରେ ଦୁର୍ଘଟଣା ଶିକାର ହୋଇପାରନ୍ତି, କେମିତି କରିବେ ପ୍ରତିକାର ଜାଣନ୍ତୁ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି- ୧୩ଶୀ ରାତ୍ରି ୧୦.୧୬ ଗତେ ୧୪ଶୀ,ଘାତ ଚନ୍ଦ୍ର- ନାସ୍ତି,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି-ତିଳକାଞନ ଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Pisces

ମୀନ

Tuesday 20 Dec 2022

ପୂ , ଭାଦ୍ରପଦ - ପ୍ରେମିକା ସହିତ ବାହାରକୁ ବୁଲି ଯାଇ ପାରନ୍ତି । ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ଗୃହିଣୀ ମାନେ କର୍ତବ୍ୟପରିୟଣ ରହିବେ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ । ବ୍ୟପାର ବୃତ୍ତିରେ ପ୍ରଗତି ହେବ ।

ଉ , ଭଦ୍ରପଦ - ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ମିତ୍ର ଆପଣଙ୍କ ପ୍ରଶଂସା କରିଲେ ମଧ୍ୟ ସାବଧାନ ରୁହନ୍ତୁ । ବିବାଦିୟ ଘଟଣାରେ ବିଜୟ ଲାଭ କରିବେ ।

ରେବତୀ – ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :