• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2022: ଆକସ୍ମିକ ଭାବରେ ଦୁର୍ଘଟଣା ଶିକାର ହୋଇପାରନ୍ତି, କେମିତି କରିବେ ପ୍ରତିକାର ଜାଣନ୍ତୁ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି- ୧୩ଶୀ ରାତ୍ରି ୧୦.୧୬ ଗତେ ୧୪ଶୀ,ଘାତ ଚନ୍ଦ୍ର- ନାସ୍ତି,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି-ତିଳକାଞନ ଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Gemini

ମିଥୁନ

Tuesday 20 Dec 2022

ମୃଗଶିରା- ନିଜର ଓଜନ ପ୍ରତି ଧ୍ୟାନ ଦିଅନ୍ତୁ। ଭାବିଥିବା କାମ କାହାରି ସାହାଯ୍ୟରେ ପୂରା ହୋଇଯିବ। ନୂଆ କଳାକୌଶଳ ଶିଖିବାକୁ ସୁଯୋଗ ମିଳିବ । ଆୟବ୍ୟୟ ସମାନ ପରିମାଣରେ ରହିବ। ମନର ବ୍ୟଥା ପାଖ ଲୋକକୁ କୁହନ୍ତୁ, ମନ ହାଲକା ରହିବ

ଆଦ୍ରା – କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ । ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ଭାବପ୍ରବଣ ରହିଲେ ମନରେ ଅଶାନ୍ତି ବଢିବ । ନିଜର ଖରାପ ବ୍ୟବହାର ପାଇଁ ନିନ୍ଦା ଶୁଣି ପାରନ୍ତି । ଛାତ୍ରଙ୍କ ଲେଖା ପଢାରେ ବାଧା ଦୂର ହୋଇଯିବ

ପୁନର୍ବସୁ- ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ । ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରନ୍ତୁ ନାହିଁ । ନିଜର ଭୁଲ ପାଇଁ କ୍ଷମା ପ୍ରାର୍ଥନା କରି ପାରନ୍ତି । ପଡୋଶୀ ଶତୃତା ଲାଗି ରହିବ । କ୍ଷୁଦ୍ର ଉଦ୍ୟୋଗ କ୍ଷେତ୍ରରେ ଥିବା ଲୋକଙ୍କୁ ଯଥେଷ୍ଟ ଲାଭ ପାଇବେ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :