• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2022: ଆକସ୍ମିକ ଭାବରେ ଦୁର୍ଘଟଣା ଶିକାର ହୋଇପାରନ୍ତି, କେମିତି କରିବେ ପ୍ରତିକାର ଜାଣନ୍ତୁ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି- ୧୩ଶୀ ରାତ୍ରି ୧୦.୧୬ ଗତେ ୧୪ଶୀ,ଘାତ ଚନ୍ଦ୍ର- ନାସ୍ତି,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି-ତିଳକାଞନ ଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Libra

ତୁଳା

Tuesday 20 Dec 2022

ଚିତ୍ରା- ଆତ୍ମବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ। ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ। କିଛି ନୂଆ ଅନୁଭବ ପ୍ରାପ୍ତ ହୋଇପାରେ। ଅଧିକ ପରିଶ୍ରମ କରିଲେ ଜରୁରୀ କାମ ପୁରା ହୋଇଯିବ। ଦୁର୍ବଳ ଇଚ୍ଛା ଶକ୍ତି ହେତୁ ଆପଣଙ୍କର ମାନସିକ ଅଶାନ୍ତି ଘଟିପାରେ। ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ।

ସ୍ୱାତୀ– ବ୍ୟବସାୟରେ ମାନ୍ଦା ଦେଖାଦେଇପାରେ। ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ। ସକାରାତ୍ମକ ଭାବନାର ସହାୟତା ନିଅନ୍ତୁ। ଡାକ୍ତରଙ୍କର ଖ୍ୟାତି ସୁଦୂରପ୍ରସାରୀ ହେବ ସଙ୍ଗୀତ। କ୍ଷେତ୍ରରେ ପ୍ରଶଂସା ପାଇପାରନ୍ତି। ଜମି, ଦଲାଲ୍‌ଙ୍କୁ ଯଥେଷ୍ଟ ଲାଭ ମିଳିବ।

ବିଶାଖା– ପ୍ରେମିକ, ପ୍ରେମିକାମାନଙ୍କ ପାଇଁ ଦିନଟି ଭଲରେ କଟିବ। ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ। କୌଣସି କଥାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ।ବ୍ୟର୍ଥ କଥାଠୁ ନିଜକୁ ଦୂରରେ ରଖନ୍ତୁ । ଚାକିରିଆଙ୍କୁ ପଦୋନ୍ନତି ମିଳିପାରେ। 

ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜା କରନ୍ତୁ। 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :