• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2022: ଆକସ୍ମିକ ଭାବରେ ଦୁର୍ଘଟଣା ଶିକାର ହୋଇପାରନ୍ତି, କେମିତି କରିବେ ପ୍ରତିକାର ଜାଣନ୍ତୁ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି- ୧୩ଶୀ ରାତ୍ରି ୧୦.୧୬ ଗତେ ୧୪ଶୀ,ଘାତ ଚନ୍ଦ୍ର- ନାସ୍ତି,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି-ତିଳକାଞନ ଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Scorpio

ବିଛା

Tuesday 20 Dec 2022

ବିଶାଖା – ଦିନଟି ଆପଣଙ୍କର ଆନନ୍ଦ ଉଲ୍ଲାସ ଭରା ରହିବ । ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିବେ । ସମସ୍ତଙ୍କ ପ୍ରତି ଆପଣଙ୍କର ବ୍ୟବହାର ଭଲ ରହିବ । କାର୍ଯ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ବ୍ୟବସାୟରେ ଆୟବ୍ୟୟ ସମାନ ରହିବ

ଅନୁରାଧା - ରଚନାତ୍ମକ କାର୍ଯ୍ୟ ଲାଗି ସମୟ ଦେଇ ପାରନ୍ତି । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ । ପିଲାମାନେ କର୍ମପଥରେ ଅଗ୍ରସର ହେବେ । କୃଷି କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଉତ୍ସାହ, ପ୍ରେରଣା ପାଇଁ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଅଭାବ ଦୂର କରିବାକୁ ପ୍ରୟାସ କରିବେ

ଜ୍ୟେଷ୍ଠା – ଶିକ୍ଷାର୍ଥୀଙ୍କୁ ସକାରାତ୍ମକ ଫଳ ମିଳିବ । ବିବାହିତଙ୍କ ପାଇଁ ଦିନଟି ଶୁଭ ରହିବ । ମହିଳା ମାନେ ଆତ୍ମ ନିର୍ଭର ଶୀଳ ହେବେ । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ । ଉତମ ସମୟର ଲାଭ ଉଠାଇ ପାରିବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ।

ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :