• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2022: ଆକସ୍ମିକ ଭାବରେ ଦୁର୍ଘଟଣା ଶିକାର ହୋଇପାରନ୍ତି, କେମିତି କରିବେ ପ୍ରତିକାର ଜାଣନ୍ତୁ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି- ୧୩ଶୀ ରାତ୍ରି ୧୦.୧୬ ଗତେ ୧୪ଶୀ,ଘାତ ଚନ୍ଦ୍ର- ନାସ୍ତି,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି-ତିଳକାଞନ ଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Sagittarius

ଧନୁ

Tuesday 20 Dec 2022

ମୂଳା – ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ବିନମ୍ର ରହିବେ । ପରିବାର ଲୋକଙ୍କ ଆବଶ୍ୟକତା ପୂରଣ କରିବା ପାଇଁ ଚେଷ୍ଟା କରିବେ । ଅନ୍ୟ ଜିଲ୍ଲାରେ ବ୍ୟବସାୟ ବିସ୍ତାର କରିବା ଲାଗି ଭାବିବେ । ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରନ୍ତୁ ନାହିଁ । ପରିଶ୍ରମ କରିଲେ ବଳକା କାମ ପୂରା ହେବ।

ପୂ , ଷାଢା – ଶିକ୍ଷାକ୍ଷେତ୍ରରେ ଭଲ ପରିମାଣ ପାଇବେ । ଶତ୍ରୃଙ୍କୁ ପରାସ୍ତ କରିବେ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ଭାବପ୍ରବଣ ରହିଲେ ମନରେ ଅଶାନ୍ତି ବଢିବ । ନିଜର ଓଜନ ପ୍ରତି ଧ୍ୟାନ ଦିଅନ୍ତୁ। 

ଉ, ଷାଢା– ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ୍ତ ଦେଖି କିଣନ୍ତୁ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଭାବିଥିବା କାମ କାହାରି ସାହାର୍ଯ୍ୟରେ ପୂରା ହୋଇଯିବ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :