Daily Horoscope 21st Dec 2022: ଆକସ୍ମିକ ଭାବରେ ଦୁର୍ଘଟଣା ଶିକାର ହୋଇପାରନ୍ତି, କେମିତି କରିବେ ପ୍ରତିକାର ଜାଣନ୍ତୁ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି- ୧୩ଶୀ ରାତ୍ରି ୧୦.୧୬ ଗତେ ୧୪ଶୀ,ଘାତ ଚନ୍ଦ୍ର- ନାସ୍ତି,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି-ତିଳକାଞନ ଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।

Aries

ମେଷ

Tuesday 20 Dec 2022

ଅଶ୍ୱନୀ– ଆଶା ଅଭିଳାଷା ପୂରଣ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ। କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ। ଜୀବନସାଥୀ ଠାରୁ ଖୁସି ପାଇବେ। ସଭାସମିତି କୌଣସି କାର୍ଯ୍ୟରେ ନିଜକୁ ସାମିଲ କରିବେ । ଆପଣଙ୍କର ଧ୍ୟାନ ଆଧାତ୍ମିକ ଦିଗକୁ ଆକର୍ଷିତ ହେବ

ଦ୍ୱିଜା – ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ। ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ। ଦୁଃସାହାସିକ ପଦକ୍ଷେପ ନେଇ ରାଜନୀତିରେ ସଫଳତା ପାଇବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ

କୃତିକା – ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ପିୟତମଙ୍କ ଠାରୁ କିଛି ଉପହାର ପାଇବେ । ଲେଖାଲେଖି କରୁଥିବା ବ୍ୟକ୍ତିଙ୍କୁ ପ୍ରଂଶସା ମିଳିପାରେ । ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ । ଜୀବନକୁ ଉକୃଷ୍ଟ କରିବା ଲାଗି ସୁଯୋଗ ପାଇବେ

ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :