Daily Horoscope 21st December 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂଆ ଘର କିଣିବାର ଯୋଗ ରହିଛି
/odishatv-khabar/media/media_files/uploadimage/library/16_9/16_9_0/IMAGE_1734751765-963694.jpg)
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶନିବାର । ଚନ୍ଦ୍ର-ସିଂହ ଅହୋରାତ୍ର,ତିଥି-୬ଷ୍ଠୀ ଦିବା ୧୨.୨୧ ଗତେ ୭ମୀ,ଘାତଚନ୍ଦ୍ର-କର୍କଟ ଓ ମକର ରାଶିର ଅହୋରାତ୍ର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୨.୨୧ ଗତେ ୨ ପାଦ-କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ନିଶାନ୍ତ ୦୬.୧୪ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
