ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୧.୧୧ ଗତେ ମୀନ।ତିଥି – ପ୍ରତିପଦ ଦିବା ୦୯.୦୫ ଗତେ ୨ୟା।ଘାତ ଚନ୍ଦ୍ର – ମିଥୁନ ଓ ମୀନ ରାତ୍ରି ୦୧.୧୧ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ଦିବା ୦୯.୦୧ ଗତେ ୨ ପାଦ ।
ଅଶ୍ୱନୀ- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର୍ୟ୍ୟରେ ଲାଗି ରହିବ । କାର୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ
କୃତିକା- ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।
ଦ୍ୱିଜା- ରାଜନିତିରେ କିଛି ବିଶେଷ କଥା ଆଲୋଚନା କରିବେ । କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯