• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st February 2023: ଆଜି ଏହି ରାଶିର ବ୍ୟକ୍ତି ଅଦାଲତରେ ଜୟଯୁକ୍ତ ହେବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୧.୧୧ ଗତେ ମୀନ।ତିଥି – ପ୍ରତିପଦ ଦିବା ୦୯.୦୫ ଗତେ ୨ୟା।ଘାତ ଚନ୍ଦ୍ର – ମିଥୁନ ଓ ମୀନ ରାତ୍ରି ୦୧.୧୧ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ଦିବା ୦୯.୦୧ ଗତେ ୨ ପାଦ ।

Taurus

ବୃଷ

Tuesday 21 Feb 2023

କୃତିକା- ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ଭାତୃ ବିବାଦରୁ ଦୂରେଇ ଯିବ । ପରିବାରରେ ଗୁରୁଜନଙ୍କ ସା୍ୱସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । କାର‌୍ୟ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ ।

ରୋହିଣୀ- ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ

ମୃଗଶିରା- ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :