• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st February 2023: ଆଜି ଏହି ରାଶିର ବ୍ୟକ୍ତି ଅଦାଲତରେ ଜୟଯୁକ୍ତ ହେବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୧.୧୧ ଗତେ ମୀନ।ତିଥି – ପ୍ରତିପଦ ଦିବା ୦୯.୦୫ ଗତେ ୨ୟା।ଘାତ ଚନ୍ଦ୍ର – ମିଥୁନ ଓ ମୀନ ରାତ୍ରି ୦୧.୧୧ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ଦିବା ୦୯.୦୧ ଗତେ ୨ ପାଦ ।

Pisces

ମୀନ

Tuesday 21 Feb 2023

ପୂ, ଭାଦ୍ରପଦ- ଘରକୁ ବନ୍ଧୁ ଆସିବା ହେତୁ ଖୁସିର ମାହୋଲ ରହିବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଲୁଗା ବ୍ୟବସାୟୀ ଲାଗି ଦିନଟି ଭଲ ରହିବ

ଉ, ଭାଦ୍ରପଦ- ବିଦ୍ୟାର୍ଥୀ କ୍ୟାରିୟର ଗଢିବା ଅଧିକ ପରିଶ୍ରମ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ । ରାଜନିତିରେ ଗମ୍ଭୀର ପ୍ରସଙ୍ଗରେ କଥା ହେବେ

ରେବତୀ- ସାସ୍କୃତିକ ପରିବେଶରେ ଯୋଗଦାନ କରିପାରନ୍ତି । ସାବଧାନ ରୁହନ୍ତୁ ଠକାମିରେ ପଡିପାରନ୍ତି । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :