• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st February 2023: ଆଜି ଏହି ରାଶିର ବ୍ୟକ୍ତି ଅଦାଲତରେ ଜୟଯୁକ୍ତ ହେବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୧.୧୧ ଗତେ ମୀନ।ତିଥି – ପ୍ରତିପଦ ଦିବା ୦୯.୦୫ ଗତେ ୨ୟା।ଘାତ ଚନ୍ଦ୍ର – ମିଥୁନ ଓ ମୀନ ରାତ୍ରି ୦୧.୧୧ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ଦିବା ୦୯.୦୧ ଗତେ ୨ ପାଦ ।

Leo

ସିଂହ

Tuesday 21 Feb 2023

ମଘା- ବ୍ୟବସାୟରେ ଅଗ୍ରଗତି ଘଟିବ । କୈାଣସି ଜିନିଷ ଦ୍ୱାରା ଆଘାତ ପାଇ ପାରନ୍ତି । ପାରିବାରିରେ ସମସ୍ତେ ଶାନ୍ତିରେ ସମୟ କାଟିବ

ପୂ- ଫାଲ୍‌ଗୁନୀ- ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ଶିକ୍ଷାର୍ଥୀଙ୍କ ଆଶା ସଫଳ ହେବ । ରାଜନିତିରେ ସବୁ ସମସ୍ୟାର ସମାଧାନ କରି ଆଗକୁ ଆଗେଇବେ ।

ଉ- ଫାଲ୍‌ଗୁନୀ- ଅଫିସ୍ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ଭୂ-ସମ୍ପତିକୁ ନେଇ ବିବାଦ ଦେଖାଦେବ ।

ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :