• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st February 2023: ଆଜି ଏହି ରାଶିର ବ୍ୟକ୍ତି ଅଦାଲତରେ ଜୟଯୁକ୍ତ ହେବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୧.୧୧ ଗତେ ମୀନ।ତିଥି – ପ୍ରତିପଦ ଦିବା ୦୯.୦୫ ଗତେ ୨ୟା।ଘାତ ଚନ୍ଦ୍ର – ମିଥୁନ ଓ ମୀନ ରାତ୍ରି ୦୧.୧୧ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ଦିବା ୦୯.୦୧ ଗତେ ୨ ପାଦ ।

Virgo

କନ୍ୟା

Tuesday 21 Feb 2023

ଉ- ଫାଲ୍‌ଗୁନୀ- ପାରିବାରିକ ଜୀବନରେ ବନ୍ଧୁ ମିଳନ , ଓ ଆନନ୍ଦ ଉତ୍ସବ ଲାଗି ରହିବ । ହଠାତ୍ ସ୍ୱାସ୍ଥ୍ୟକୁ ନେଇ କୈାଣସି ଅସୁବିଧା ଦେଖା ଦେଇପାରେ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ ।

ହସ୍ତା- ବ୍ୟବସାୟରେ ପ୍ରଚୁର ଲାଭ ପାଇବେ । ରାଜନୀତିରେ ବଡ କାମ ହାତକୁ ନେବେ । ବିଦ୍ୟାର୍ଥୀ ମାନଙ୍କର ଆଶା ପୂରଣ ହୋଇପାରେ ।

ଚିତ୍ରା- ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ମହିଳା ମାନେ ସାଂସାରିକ ଦ୍ରବ୍ୟାଦି ଲାଭ କରିବାରେ ସୁଯୋଗ ପାଇବେ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ ।

ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :