• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st February 2023: ଆଜି ଏହି ରାଶିର ବ୍ୟକ୍ତି ଅଦାଲତରେ ଜୟଯୁକ୍ତ ହେବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୧.୧୧ ଗତେ ମୀନ।ତିଥି – ପ୍ରତିପଦ ଦିବା ୦୯.୦୫ ଗତେ ୨ୟା।ଘାତ ଚନ୍ଦ୍ର – ମିଥୁନ ଓ ମୀନ ରାତ୍ରି ୦୧.୧୧ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ଦିବା ୦୯.୦୧ ଗତେ ୨ ପାଦ ।

Libra

ତୁଳା

Tuesday 21 Feb 2023

ଚିତ୍ରା- ପାରିବାରିକ ଜୀବନ ହସଉଲା୍ଲସରେ କଟିବ । ଆୟ ଖୁବ୍ ଭଲ ହେବ ଓ ବ୍ୟୟ ସାମାନ୍ୟ ବଢିବ । ଶାରୀରିକ ଅସୁସ୍ଥତା ଲାଗି ରହିବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ ।

ସ୍ୱାତୀ- ରାଜନୈତିକ ସମର୍ଥନ ପାଇବେ । ଚାକିରିରେ ପ୍ରାଧାନ୍ୟ ବୃଦ୍ଧି ପାଇବ । ଶିକ୍ଷାର୍ଥୀ ପଢାପଢିରେ ଶୁଭଫଳ ମିଳିବ । ହଠାତ୍ ଉପୁଜୁଥିବା କ୍ରୋଧକୁ ଆୟତରେ ରଖନ୍ତୁ ।

ବିଶାଖା- ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଅଦାଲତରେ ଜୟଯୁକ୍ତ ହେବେ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ ।

ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :