• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Febryary 2025: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୮ମୀ ଦିବା ୧୧.୫୭ ଗତେ ୯ମୀଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Friday 21 Feb 2025

କୃତିକା- ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ । ଅନ୍ୟମାନଙ୍କ ସାହାଯ୍ୟ ଲାଭ କରି କାମ ହାସଲ କରିବେ । ନୂତନ କାର‌୍ୟ୍ୟରେ ହାତ ଦେଇ କୃତକାର‌୍ୟ୍ୟ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ

ରୋହିଣୀ- ସଭାସମିତିରେ ଯୁକ୍ତିତର୍କରୁ ଦୂରେଇ ରହିବା ଭଲ । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ରାଜନିତିରେ ଭଲ କାମ କରି ଲୋକଙ୍କ ପ୍ରିୟ ରହିବେ ।

ମୃଗଶିରା- ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି , ସେମାନେ ଆଡମିଶନ୍ ପାଇ ପାରିବେ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :