• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Febryary 2025: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୮ମୀ ଦିବା ୧୧.୫୭ ଗତେ ୯ମୀଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି ।

Aquarius

କୁମ୍ଭ

Friday 21 Feb 2025

ଧନିଷ୍ଠା- ବ୍ୟବସାୟରେ ଉନ୍ନତି କରିବେ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ ।

ଶତଭିଷା- ଅଫିସରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ

ପୂ,ଭାଦ୍ରପଦ- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :