• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Febryary 2025: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୮ମୀ ଦିବା ୧୧.୫୭ ଗତେ ୯ମୀଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Friday 21 Feb 2025

ପୂ, ଭାଦ୍ରପଦ- ଜୀବନ ସାଥୀଙ୍କ ସହିତ ସୁଖଦ ସନ୍ଧ୍ୟା ଅତିବାହିତ କରିବେ । କର୍ମ କ୍ଷେତ୍ରରେ ଆହ୍ୱାନକୁ ସାମ୍ନା କରିବେ । ସପରିବାର ବଡ ସହରକୁ ଯିବାର ଯୋଜନା କରିପାରନ୍ତି ।

ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ । ବ୍ୟବସାୟରେ ପରିଶ୍ରମରୁ ସୁଫଳ ନପାଇ ପାରନ୍ତି । ପଢାରେ ଅଧିକ ସମୟ ବିତାଇବେ । ଜୀବନରେ ଉନ୍ନତି ସୂଚିତ ହେବ

ରେବତୀ- ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ସାମାଜିକତା କ୍ଷେତ୍ରରେ ସକ୍ରିୟତା ବଢିପାରେ । ଅଚାନକ ଧନଲାଭ ହେତୁ ଆଥିକ ସ୍ଥିତି ସୁଧାର ଆସିଯିବ ଓ ଆୟ ବୃଦ୍ଧି ହେବ

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :